22.1 C
Bhubaneswar
Sunday, January 23, 2022
Homeଓଡିଶା🎪🛕ଆଜିର ଅନୁଚିନ୍ତା🛕🎪

🎪🛕ଆଜିର ଅନୁଚିନ୍ତା🛕🎪

➡️ଗରିବ ହୁଅନ୍ତୁ ବା ଭିକାରୀ ସେମାନଙ୍କୁ ନେଇ କିଛି ଖରାପ ସମାଲୋଚନା କରନ୍ତୁ ନାହିଁ ।କାରଣ ଗରିବ ହେବାକୁ ସମୟ ଲାଗେନା !
➡️ଚିଲକୁ ଏତେ ଉଚ୍ଚରେ ଉଡିବା ଦେଖି ଅନ୍ୟ ଚଢେଇ କେବେ ବି ମନ ଦୁଃଖ କରନ୍ତି ନାହିଁ,,,,, କିନ୍ତୁ ମଣିଷ , ଅନ୍ଯର ଉନ୍ନତି ଦେଖି ଅସହିଷ୍ଣୁ ହୋଇଥାଏ ।

➡️ଯେଉଁଟି ଦୟା ଥାଏ ସେଇଠି କ୍ଷମା ଥାଏ ,ଯେଉଁଟି ଲୋଭ ଥାଏ ସେଇଠି ପାପ ଥାଏ,ଯେଉଁଟି କ୍ରୋଧ ଥାଏ ସେଇଠି ସର୍ବନାଶ ହିଁ ହୋଇଥାଏ,
ତେଣୁ ଦୟା, କ୍ଷମା କୁ ଧରି ରଖି ଲୋଭ ଓ କ୍ରୋଧ କୁ ପାଖରୁ ଦୁରେଇ ଦେବା ଉଚିତ।

➡️ବଞ୍ଚି ରହିବା ପାଇଁ ପ୍ରତ୍ୟେକ ମଣିଷ ଅଭିନୟ କରେ କେହି ନିଜ ସହ କେହି ଅନ୍ୟ କାହା ସହ

➡️କିଏ Mask ପିନ୍ଧୁ କି ନ ପିନ୍ଧୁ ନିଜେ ପିନ୍ଧନ୍ତୁ, କିଏ ସଚେତନ ହେଉ କି ନହେଉ ନିଜେ ସଚେତନ ହୁଅନ୍ତୁ — କାରଣ Life ଟା ନିଜର ନା ,,,,,,

ଅଦ୍ୟ ଏପ୍ରିଲ ମାସ ୨୨ ତାରିଖ ୨୦୨୧ ମସିହା(ଗୁରୁବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୮
ସାଲ-୧୪୨୮
ସମ୍ବତ୍ସର -ଆନନ୍ଦୋ
ଚୈତ୍ର ମାସ-ଶୁକ୍ଳପକ୍ଷ
ତିଥି-ଦଶମୀ ରାତ୍ରି ଘ୧୧/୪୫ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ
ନକ୍ଷତ୍ର- ଅଶ୍ଳେଷା ଦିବା ଘ ୦୮/୫୯ ପର୍ଯ୍ୟନ୍ତ ତଦନ୍ତେ ମଘା
ଚନ୍ଦ୍ର-କର୍କଟ ଦିବା ଘ ୦୮/୫୯ ପର୍ଯ୍ୟନ୍ତ ତଦନ୍ତେ ସିଂହ
ଯୋଗ- ଗଣ୍ଡ
କରଣ-ତୈତୀ ଳ
ସୌରମାସ- ମେଷ ୧୦ ଦିନ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୨୮/୪୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୯
✧═════•❁❀❁•═════✧
ଯୋଗିନୀ ଉତ୍ତରେ ରାତ୍ରି ଘ୧୧/୪୫ ପର୍ଯ୍ୟନ୍ତ ତଦନ୍ତେ ଅଗ୍ନିକୋଣେ
କର୍କଟ ଓ ମକର ରାଶିର ଘ।ତ ଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•════**
କାଳବେଳା ଓ ବାର ବେଳା- ଦିବା ଘ ୦୨/୫୪ ଗତେ ଘ୦୬/୦୪ ମଧ୍ୟେ
✧═════•❁❀❁•═══
ବିଶୁଦ୍ଧ ଅମୃତବେଳା- ରାତ୍ରି ଘ ୦୧/୧୬ ଗତେ ଘ୦୩/୪୦ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୭/୦୦ମଧ୍ୟେ ଓ ଘ ୧୦/୧୫ ଗତେ ଘ୧୨/୪୧ମଧ୍ୟେ
═✧══•❁❀❁•═════✧
ଆଦ୍ୟ କଳମ ଶାଗ ଭକ୍ଷଣ ନିଷେଧ

🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌹👉 ଶୁଭ ଗ୍ରହ ପ୍ରଭାବରେ ପାରିବାରିକ ଜୀବନରେ ଛୋଟ ବଡ଼ କେତୋଟି ଘଟଣାକୁ ବାଦ୍‌ ଦେଲେ ପ୍ରାୟତଃ ବିଶେଷ ଅସୁବିଧା ରହିବ ନାହିଁ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ।
✧═════•❁❀❁•═════✧
🌹ବୃଷ🌹👉-ଆଜି ପ୍ରାତଃକାଳର ଆପଣଙ୍କ ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ।
✧═════•❁❀❁•═════✧

🌹 ମିଥୁନ🌹👉-ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ କରିବା ସମ୍ଭାବନା ରହିଛି । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି, ବାସ୍ତବରେ ସେପରି କିଛି ହେବନି ।
✧═════•❁❀❁•═════✧

🌹କର୍କଟ🌹👉-ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ। ନିଜ ନିଜର ଫାଇଦା ହାସଲ ପାଇଁ ବନ୍ଧୁମାନେ ମନଲୋଭା କଥା କହି ପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ।
✧═════•❁❀❁•═════✧

🌹ସିଂହ🌹👉-ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ ଅବଶ୍ୟ ଆତ୍ମୀୟସ୍ବଜନମାନଙ୍କ ସାହାଯ୍ୟର ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। ପ୍ରତ୍ୟେକ କ୍ଷେତ୍ରରେ ଅଜଣା ଅଶୁଣା ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ।
✧═════•❁❀❁•═════✧
🌹କନ୍ୟା🌹👉-ଆଜି ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମିଶିବାକୁ ଆସିଥିବା ବନ୍ଧୁଙ୍କ ସହ ଆଲୋଚନା କରିବାକୁ ସମୟ ପାଇବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି।

✧═════•❁❀❁•═════✧
🌹ତୁଳା🌹👉-ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମର ସୂଚନା ରହିଛି। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କଳା,ସାହିତ୍ୟ, ସାମ୍ବାଦିକତା ତଥା ସାହିତ୍ୟ ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
✧═════•❁❀❁•═════✧

🌹ବିଛା🌹👉-ପାରିବାରିକ ସମସ୍ୟା ମାନସିକ ସ୍ଥିତିକୁ କଳୁଷିତ କରିପାରେ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବାର ଅନୁଭବ କରିବେ। ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।

✧═════•❁❀❁•═════✧
🌹ଧନୁ🌹👉-ଆଜି ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଆପଣଙ୍କ ଉଚ୍ଚସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତିତର୍କ ଲାଗିପାରେ।
✧═════•❁❀❁•═════✧

🌹ମକର🌹👉-ଆଜି ଆପଣଙ୍କ କଥା ଓ କାମରେ ତାଳମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
✧═════•❁❀❁•═════✧

🌹କୁମ୍ଭ🌹👉-ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ଏବଂ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।

✧═════•❁❀❁•═════✧
🌹 ମୀନ🌹👉-ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂରହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭାସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ ପାଇଁ ଭଲ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking