18.1 C
Bhubaneswar
Thursday, February 12, 2026
Homeଓଡିଶାକାଲି ବନକଲାଗି : ୫  ଘଣ୍ଟା ଦର୍ଶନ ବନ୍ଦ

କାଲି ବନକଲାଗି : ୫  ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଶ୍ରୀମନ୍ଦିରରେ ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ନୀତିକାନ୍ତି ଲାଗିବ ।ସ୍ୱତନ୍ତ୍ର ନୀତି ପାଇଁ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ ।  ଅପରାହ୍ଣ  ୫ଟାରୁ  ରାତି ୧୦ଟା ପଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।  ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking