38.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଆସନ୍ତାକାଲି ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ବନ୍ୟା ଅଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତାକାଲି ରାଜ୍ୟର ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ । ବନ୍ୟା ଅଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଏହାସହ ଏବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି ।
ମୁଣ୍ଡୁଳି ଠାରେ ଆସନ୍ତାକାଲି ଦିନ ୧୦ଟାରୁ ୧୧ଟା ଭିତରେ ଜଳସ୍ତର କମିବ ବୋଲି ସୂଚନା ମିଳିଛି । ମହାନଦୀରେ ବନ୍ୟା ଯୋଗୁଁ ୪ଜିଲ୍ଲା ପ୍ରଭାବିତ ହେବ । ୪ଜିଲ୍ଲା ଗୁଡ଼ିକ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ ଓ କଟକ । ଦେବୀ ଓ ଭାର୍ଗବୀ ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking