32.8 C
Bhubaneswar
Tuesday, August 11, 2026
Homeଓଡିଶାଆସନ୍ତାକାଲି ଚିତାଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ଆସନ୍ତାକାଲି ଚିତାଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି (୧୨ ତାରିଖ), ବୁଧବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ବୁଧବାର ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି। ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୨ଟା ଠାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବୁଧବାର ସନ୍ଧ୍ୟା ୭ଟା ପରେ ପୁଣି ଶ୍ରୀଜିଉଙ୍କ ଦର୍ଶନ କରିପା‌ରିବେ ଶ୍ରଦ୍ଧାଳୁ ବୋଲି ଶ୍ରୀମନ୍ଦିର ପ୍ରଶାସନ କହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking