27.1 C
Bhubaneswar
Friday, March 29, 2024
Homeଓଡିଶାଅକ୍ଟୋବରରୁ ଖୋଲିବ ପର୍ଯ୍ୟଟନସ୍ଥଳୀ

ଅକ୍ଟୋବରରୁ ଖୋଲିବ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର : ଅକ୍ଟୋବର ମାସରୁ ଖୋଲିବ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ । କୋଭିଡ୍ କଟକଣା ଭିତରେ ଖୋଲିବ ସମସ୍ତ ପର୍ଯ୍ୟଟନସ୍ଥଳୀ । ପର୍ଯ୍ୟଟନ ଦିବସରେ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପଣିଗ୍ରାହୀଙ୍କ ପକ୍ଷରୁ ଏହି ସୂଚନା ମିଳିଛି । କରୋନାରେ ପର୍ଯ୍ୟଟନ ବିଭାଗ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି । ଅକ୍ଟୋବରର ପ୍ରଥମ ସପ୍ତାହରୁ ପର୍ଯ୍ୟଟନସ୍ଥଳୀ ଖୋଲିବା ନେଇ ଯୋଜନା ରହିଛି । ମନ୍ଦିର ଖୋଲିବା ନେଇ ମନ୍ଦିର ପ୍ରଶାସନ ଓ ଆଇନ ବିଭାଗ ନିଷ୍ପତି ନେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking