29.1 C
Bhubaneswar
Thursday, April 24, 2025
Homeଓଡିଶାଜଳିଗଲା ଟୁରିଷ୍ଟ ବସ

ଜଳିଗଲା ଟୁରିଷ୍ଟ ବସ

ପୁରୀ: ହୁତୁହୁତୁ ହୋଇ ଜଳିଗଲା ଟୁରିଷ୍ଟ ବସ । ରାସ୍ତାରେ ଛିଡା ହୋଇଥିବା ବେଳେ ଅଚାନକ ନିଆଁ ଲାଗିଛି । ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ପୁରୀ ମାଳତିପାଟପୁର ବସଷ୍ଟାଣ୍ଡ ନିକଟରେ ଅଗ୍ନିକାଣ୍ଡ ଘଟିଛି । ପୁରା ଅଞ୍ଚଳ ଧୁଆଁମୟ ହୋଇଯାଇଛି । ସ୍ଥାନୀୟ ଲୋକେ ସଙ୍ଗେ ସଙ୍ଗେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବରପାଇବା ମାତ୍ରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ନିଆଁ କିଭଳି ଲାଗିଲା ତାହାର କାରଣ ଅସ୍ପଷ୍ଟ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking