ଭୁବନେଶ୍ୱର: ଜୁଲାଇ ୩୧ କିମ୍ବା ତା ପୂର୍ବରୁ ଇ ଚାଲାଣ କଟିଥିଲେ ଫାଇନ କୋହଳ ହୋଇଛି । ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଫାଇନ ୫୦ ପ୍ରତିଶତ କୋହଳ କଲେ ରାଜ୍ୟ ସରକାର । ୫୦ ହଜାର ବଦଳରେ ଦେବାକୁ ହେବ ୨୫ ହଜାର ଟଙ୍କା କରାଯାଇଛି । ୧୦ ହଜାର ବଦଳରେ ୫ ହଜାର, ୫ ହଜାର ବଦଳରେ ୨୫୦୦ ଫାଇନ ହୋଇଛି ।










