26.1 C
Bhubaneswar
Friday, March 29, 2024
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,୨ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ,୨ମୃତ

ଭଦ୍ରକ: ବାଇକକୁ ଧକ୍କା ଦେଲା ଟ୍ରକ । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ । ଭଦ୍ରକ ଚାନ୍ଦବାଲି ରାସ୍ତାର ଇଚ୍ଛାପୁର ଛକରେ ଘଟିଛି ଦୁର୍ଘଟଣା । ସୂଚନା ଅନୁଯାୟୀ, ବୁଧବାର ଦିନ ଭଦ୍ରକ ଇଚ୍ଛାପୁର ଛକ ନିକଟରେ ଏକ ଟ୍ରକ ନିୟନ୍ତ୍ରଣ ହରାଇ ବାଇକକୁ ଧକ୍କା ଦେଇଥିଲା । ଯାହାଫଳରେ ବାଇକରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୨ଜଣ ଭଦ୍ରକ ତିହିଡ଼ି ଅଞ୍ଚଳର ବୋଲି ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି ପୋଲିସ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking