ସିକିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ

ଅନେକ ଓଡ଼ିଆ ଯାତ୍ରୀ ଅଛନ୍ତି ସିକ୍କିମ ସରକାରଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଯାତ୍ରୀ ମାନଙ୍କ ସୁରକ୍ଷା ଓ ଚିକିତ୍ସା ବ୍ୟବସ୍ଥାରେ ସୁପରିଚାଳନା ପାଇଁ ଓଡ଼ିଶାରୁ ଯିବ ଏକ ସ୍ବତନ୍ତ୍ର ଟିମ୍ ଭୁବନେଶ୍ୱର: ସିକ୍କିମର ତିସ୍ତା ନଦୀରେ ଏକ ଟୁରିଷ୍ଟ ବସ୍ ବହୁ ଗଭୀରକୁ ଖସି ପଡ଼ିଥିବା ଖବର ଜାଣିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ବସ୍ ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା … Continue reading ସିକିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ