26.1 C
Bhubaneswar
Thursday, June 19, 2025
Homeଦେଶ ବିଦେଶଟ୍ରେନ ଦୁର୍ଘଟଣା: ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପଲାଇନ ନମ୍ବର

ଟ୍ରେନ ଦୁର୍ଘଟଣା: ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପଲାଇନ ନମ୍ବର

ନୂଆଦିଲ୍ଲୀ : ରେଲୱେ ପକ୍ଷରୁ ଜାରି ହେଲା ହେଲ୍ପଲାଇନ ନମ୍ବର । ପଶ୍ଚିମବଙ୍ଗର ଦାର୍ଜିଲିଂରେ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା। ଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ଦେଇଛି ମାଲବାହୀ ଟ୍ରେନ୍‌। ଦୁର୍ଘଟଣାରେ ଯାତ୍ରୀବାହୀ କାଞ୍ଚନଜଙ୍ଗା ଏକ୍ସପ୍ରେସର ତିନିଟି ବଗିର ବହୁ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ ୫ ଜଣଙ୍କ ମତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ଆଗକୁ ଆହତ ଓ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଉଛି ।ତେବେ ଏହାରି ଭିତରେ ରେଲୱେ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ସେଗୁଡ଼ିକ ହେଉଛି ୦୩୩-୨୩୫୦୮୭୯୪,୦୩୩-୨୩୮୩୩୩୨୬, ୦୩୬୧୨୭୩୧୬୨୧,୦୩୬୧୨୭୩୧୬୨୨, ୦୩୬୧୨୭୩୧୬୨୩, ୦୩୬୭୪୨୬୩୯୫୮,୦୩୬୭୪୨୬୩୮୩୧,୦୩୬୭୪୨୬୩୧୨୦ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking