24.1 C
Bhubaneswar
Sunday, December 7, 2025
Homeଦେଶ ବିଦେଶବିଳାସପୁରରେ ଟ୍ରେନ୍ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ବିଳାସପୁରରେ ଟ୍ରେନ୍ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଛତିଶଗଡ: ଛତିଶଗଡ ବିଳାସପୁରରେ ଘଟିଥିବା ଟ୍ରେନ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟାକୁ ନେଇ ଆସିଲା ନୂଆ ଅପଡେଟ୍ । ମାଲ୍‌ବାହୀ ଟ୍ରେନ୍‌କୁ ଧକ୍କା ଦେଇଥିଲା ମେମୁ ପାସେଞ୍ଜର ଟ୍ରେନ୍ । ଏହି ଦୁର୍ଘଟଣାରେ ପୂର୍ବରୁ ୬ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିଲା । ସୂଚନା ଅନୁସାରେ, ବର୍ତ୍ତମାନ ଏହି ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି ଏବଂ ୨୪ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଅନେକ ବଗି ଲାଇନଚ୍ୟୁତ ହୋଇଛି । ଘଟଣାସ୍ଥଳରେ ରେଲୱେ ଟିମ୍ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏହି ଘଟଣାରେ ମୃତ୍ୟୁ ସଂଖ୍ୟା ଆହୁରି ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି ।

ବିଳାସପୁରରେ ଟ୍ରେନ୍ ଦୁର୍ଘଟଣା: ୬ ମୃତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking