ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ…ମୃତକଙ୍କ ପରିବାରକୁ ମିଳିବ ୧୨ ଲକ୍ଷ ଟଙ୍କା

ଆନ୍ଧ୍ର ପ୍ରଦେଶ: ଆନ୍ଧ୍ର ପ୍ରଦେଶ ବିଜୟନଗରମ୍‌ରେ ହୋଇଥିବା ବଡ଼ ଧରଣର ରେଳ ଦୁର୍ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପ୍ରମୁଖ ରାଜନେତା ଶୋକ ପ୍ରକାଶ କରିଛନ୍ତି । ଆନ୍ଧ୍ର-ଓଡ଼ିଶା ସୀମାବର୍ତ୍ତୀ କଣ୍ଟାକାପାଲୀ-ଆଲମଣ୍ଡା ଷ୍ଟେସନ ମଧ୍ୟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌କୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍‌ ଧକ୍କା ଦେଇଛି । ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ ଜଣ ଆହତ … Continue reading ଟ୍ରେନ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ…ମୃତକଙ୍କ ପରିବାରକୁ ମିଳିବ ୧୨ ଲକ୍ଷ ଟଙ୍କା