30.1 C
Bhubaneswar
Monday, May 20, 2024
Homeଓଡିଶାଟ୍ରେନ୍ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୨୮୮: ପ୍ରଦୀପ ଜେନା

ଟ୍ରେନ୍ ଟ୍ରାଜେଡି: ମୃତ୍ୟୁ ସଂଖ୍ୟା ୨୮୮: ପ୍ରଦୀପ ଜେନା

ଭୁବନେଶ୍ୱର: ବାହାନଗା ଟ୍ରେନ୍ ଟ୍ରାଜେଡି ମୃତ୍ୟୁ ସଂଖ୍ୟା ୨୮୮ ହୋଇଥିବା ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ହୋଇଛି । ମୃତ୍ୟୁୁ ସଂଖ୍ୟା ୨୮୮ ନେଇ ସ୍ପଷ୍ଟ କଲେ ମୁଖ୍ୟ ଶାସନ ସଚିବ ।  ଜିଲ୍ଲାପାଳଙ୍କ ଚୂଡାନ୍ତ ରିପୋର୍ଟ ଆଧାରରେ ମୁଖ୍ୟ ସଚିବଙ୍କ ସୂଚନା । ଭୁବନେଶ୍ୱରକୁ ଆସିଥିଲା ମୋଟ ୧୯୩ଟି ମୃତଦେହ ଉଦ୍ଧାର ହୋଇଛନ୍ତି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା  ।

ଟ୍ରେନ ଟ୍ରାଜେଡି: ୨୮୮ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking