୨୦ ପର୍ଯ୍ୟଟନ ସ୍ଥଳରେ ୧୦ ହଜାର ଗାଇଡଙ୍କୁ ଟ୍ରେନିଂ
ନୂଆଦିଲ୍ଲୀ: ଆଜି ସଂସଦରେ ବଜେଟ ୨୦୨୬-୨୭ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତାର ନବମ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ । ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ସଂସଦରେ ତଥ୍ୟ ରଖିଲେ ନିର୍ମଳା ସୀତାରମଣ । ପର୍ଯ୍ୟଟନ ପାଇଁ ବଜେଟରେ ବଡ ଘୋଷଣା କରାଯାଇଛି । ଛୋଟ ସହରର ୧୫ ତୀର୍ଥସ୍ଥଳକୁ ବିକଶିତ କରାଯିବ। ୨୦ ପର୍ଯ୍ୟଟନ ସ୍ଥଳରେ ୧୦ ହଜାର ଗାଇଡଙ୍କୁ ଟ୍ରେନିଂ ଦିଆଯିବ । ସେହିପରି … Continue reading ୨୦ ପର୍ଯ୍ୟଟନ ସ୍ଥଳରେ ୧୦ ହଜାର ଗାଇଡଙ୍କୁ ଟ୍ରେନିଂ
Copy and paste this URL into your WordPress site to embed
Copy and paste this code into your site to embed