23.1 C
Bhubaneswar
Sunday, January 23, 2022
Homeଓଡିଶା୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି କଲେ ରାଜ୍ୟ ସରକାର

୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ବଦଳି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ୩ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଦଳବଦଳ କଲେ ରାଜ୍ୟ ସରକାର। ଭୁବନେଶ୍ୱର, ପୁରୀ ଓ ବଲାଙ୍ଗିର ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟଙ୍କ ଅଦଳବଦଳ ହୋଇଛି। ଭୁବନେଶ୍ୱର ସ୍ପେଶାଲ୍‌ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ ଧିରେନ୍ଦ୍ର ନାଥ ବାରିକଙ୍କୁ ବଲାଙ୍ଗିର ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟ ଭାବେ ବଦଳି କରାଯାଇ ଥିବାବେଳେ ପୁରୀ ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ସରୋଜ କୁମାର ବିଶ୍ୱାଳଙ୍କୁ ଭୁବନେଶ୍ୱର ସ୍ପେଶାଲ୍‌ ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟ ଭାବେ ବଦଳି କରାଯାଇଛି। ସେହିପରି ବଲାଙ୍ଗିର ଜେଲ୍‌ ସୁପରିଣ୍ଟେଣ୍ଡେଣ୍ଟ ଉର୍ମିଳା ମିଞ୍ଜ୍‌ଙ୍କୁ ପୁରୀ ଜେଲ୍‌ର ସୁପରିଣ୍ଟେଣ୍ଡେଣ୍ଟ ଭାବେ ବଦଳି କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking