23.1 C
Bhubaneswar
Saturday, February 7, 2026
Homeଓଡିଶାବିଶ୍ୱ ଫାର୍ମାସୀ ଦିବସ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ-୨ କ୍ୟାମ୍ପସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବିଶ୍ୱ ଫାର୍ମାସୀ ଦିବସ ପରିପ୍ରେକ୍ଷୀରେ ସମ୍ ହସ୍ପିଟାଲ-୨ କ୍ୟାମ୍ପସରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆଗାମୀ ସେପ୍ଟେମ୍ବର ୨୫ ତାରିଖରେ ବିଶ୍ୱ ଫାର୍ମାସୀ ଦିବସ ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ଫୁଲନଖରା ସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍ -୨ରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ‘ବୃକ୍ଷ ବଂଚାଅ, ଜୀବନ ବଂଚାଅ’ ଏହି ପ୍ରସଙ୍ଗକୁ ଆଧାର କରି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । କାର୍ଯ୍ୟକ୍ରମରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ -୨ ର ଡିନ୍ ପ୍ରଫେସର ଅରକ୍ଷିତ ସ୍ୱାଇଁ, ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ରାଜେଶ କୁମାର ଲେଙ୍କା, ଆଡିସ୍‌ନାଲ୍ ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡାକ୍ତର) ତାପସୀ ପତି, ସୋଆ ଫାର୍ମାସୀର ମୁଖ୍ୟ ଡକ୍ଟର ଜସ୍ମିନ ପଣ୍ଡା ଏବଂ ନର୍ସିଂ ସୁପରିଟେଣ୍ଡେଂଟ ଶ୍ରମିତୀ କମଳିନୀ ମଲ୍ଲିକ୍ କ୍ୟାମ୍ପସ ପରିସରରେ ଉପସ୍ଥିତ ରହି ବୃକ୍ଷରୋପଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking