31.1 C
Bhubaneswar
Wednesday, February 19, 2025
Homeଦେଶ ବିଦେଶରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳୀ

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳୀ

ନୂଆଦିଲ୍ଲୀ :ଜାନୁଆରୀ ୩୦ ଆଜିର ଦିନକୁ ସାରା ଦେଶରେ ସହିଦ ଦିବସ ଭାବେ ପାଳନ କରାଯାଉଛି । ଆଜି ବାପୁଙ୍କ ୭୪ ତମ ପୂଣ୍ୟ ତିଥି ଅବସରରେ ବିଭିନ୍ନ ସ୍ଥାନରେ ସ୍ମୃତିସଭା ଅନୁଷ୍ଠିତ ହେଉଛି । ରାଜଘାଟ ସ୍ଥିତ ସମାଧିସ୍ଥଳରେ ଶ୍ରଦ୍ଧାଞ୍ଜଳି ଦିଆଯାଉଛି। ଅହିଂସାର ପୂଜାରୀ ମହାତ୍ମା ଗାନ୍ଧୀଙ୍କ ଦେଶର ସ୍ବାଧିନତା ପାଇଁ ବଳି ଦାସ ଦେଶ ସବୁବେଳେ ମନେରଖିଛି। ବାପୁଙ୍କୁ ସମ୍ମାନ ଓ ଶ୍ରଦ୍ଧା ଅର୍ପଣ କରିବା ଉଦ୍ଦେଶ୍ୟରେ ଏହି ତାରିଖକୁ ସହିଦ ଦିବସ ଭାବେ ପାଳନ କରାଯାଉଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking