24.1 C
Bhubaneswar
Friday, February 6, 2026
Homeଓଡିଶାପୂଣ୍ୟ।ତ୍ମା ଆଚାର୍ଯ୍ୟ ହରିହର ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ପୂଣ୍ୟ।ତ୍ମା ଆଚାର୍ଯ୍ୟ ହରିହର ଦାସଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ଵର: ଆଜି ପୂଣ୍ୟ।ତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀ ଅବସରରେ ଆଚାର୍ଯ୍ୟ ବିହାର ପାଣିଟାଙ୍କି, ଭୁବନେଶ୍ଵରସ୍ଥିତ ପୂଣ୍ୟ।ତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତିରେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ, ଶ୍ରୀଯୁକ୍ତ ସରୋଜ କୁମାର ସାମଲ, ବିଭାଗର ନିର୍ଦ୍ଦେଶକ (ବୈଷୟିକ), ଶ୍ରୀଯୁକ୍ତ ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ, ଶ୍ରୀଯୁକ୍ତ ସନ୍ତୋଷ କୁମାର ଦାସ, ଉପ ନିର୍ଦ୍ଦେଶକ, ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଭୁବନେଶ୍ଵର, ଶ୍ରୀଯୁକ୍ତ ଲକ୍ଷ୍ମଣ ବେହେରା, ଅଚାର୍ଯ୍ୟ ବିହାର ପରିଷଦର ସଭାପତି, ଶ୍ରୀଯୁକ୍ତ ଭାଗବତ ପ୍ରସାଦ ଦାସ, ଅନ୍ୟାନ୍ୟ କର୍ମକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ କର୍ମକର୍ତ୍ତା ପ୍ରମୁଖ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ପୂଣ୍ୟ।ତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ଆଜି ସକାଳ ଘ. ୮.୩୦ ମିନିଟ ସମୟରେ ଅତିଥିମାନଙ୍କ ସହ ବିଭାଗର ବହୁ ଅଧିକାରୀ ଏବଂ କର୍ମଚାରୀ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ପୂଣ୍ୟ।ତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ।ର୍ଘ୍ୟ ଅର୍ପଣ କରିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking