34.1 C
Bhubaneswar
Friday, March 29, 2024
Homeଦେଶ ବିଦେଶତ୍ରିପୁରା ମୁଖ୍ୟମନ୍ତ୍ରୀ ଙ୍କ ଇସ୍ତଫା

ତ୍ରିପୁରା ମୁଖ୍ୟମନ୍ତ୍ରୀ ଙ୍କ ଇସ୍ତଫା

ତ୍ରିପୁରା: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ ଦେବ ଙ୍କ ଇସ୍ତଫା । ଏକ ଅପ୍ରତ୍ୟାଶିତ ଘଟଣାକ୍ରମେ ଶନିବାର ତ୍ରିପୁରାର ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଆଜି ସନ୍ଧ୍ୟା ୫ ଟାରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ କରାଯିବା ନେଇ ସୂଚନା ରହିଛି । ସନ୍ଧ୍ୟା ୫ ଟାରେ ବିଧାୟକ ଦଳ ବୈଠକରେ ନୂଆ ନେତା ଚୟନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking