26.3 C
Bhubaneswar
Friday, March 28, 2025
Homeଓଡିଶାନର୍ସିଂ ହୋମ ନିଆଁ ଲାଗିବା ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନର୍ସିଂ ହୋମ ନିଆଁ ଲାଗିବା ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

କଟକ: କଟକର ତ୍ରିଶା ହସ୍ପିଟାଲର ନିଆଁ ଲାଗିବା ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ଦେଲେ ନିର୍ଦ୍ଦେଶ । ଏହି ଘଟଣା ଅତ୍ୟନ୍ତ ଦୁଃଖଦ ଘଟଣା ଯାହାର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେବେ ରୋଗୀମାନଙ୍କ ଜୀବନ ବଞ୍ଚାଉଥିବା ସଂସ୍ଥା ଏସବୁ ବିଷୟ ପ୍ରତି ଅଧିକ ସଚେତନ ହେବା ନିହାତି ଆବଶ୍ୟକ।ଅନ୍ୟପଟେ ଚିକିତ୍ସିତ ରୋଗୀମାନଙ୍କୁ ଯଥାଶୀଘ୍ର ଅନ୍ୟାନ୍ୟ ଚିକିତ୍ସାଳୟକୁ ନେଇ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ସେ ସ୍ୱାସ୍ଥ୍ୟ ସଚିବ ଓ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏବଂ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking