29.1 C
Bhubaneswar
Wednesday, April 23, 2025
Homeଓଡିଶାପୋଲ ତଳକୁ ଖସିଲା କଦଳୀ ବୋଝେଇ ଟ୍ରକ୍

ପୋଲ ତଳକୁ ଖସିଲା କଦଳୀ ବୋଝେଇ ଟ୍ରକ୍

ଭୁବନେଶ୍ବର : ପୋଲ ତଳକୁ ଖସିଲା କଦଳୀ ବୋଝେଇ ଟ୍ରକ୍ । ଜାତୀୟ ରାଜପଥ ୧୬ର ଗେଲପୁର ଛକ ନିକଟରେ ବ୍ରିଜରୁ ତଳକୁ ଖସିପଡିଲା ଏକ କଦଳୀ ବୋଝେଇ ଟ୍ରକ୍ ।

କଦଳୀ ବୋଝେଇ କରି କଟକରୁ ବାଲେଶ୍ବର ଯାଉଥିବା ସମୟରେ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇ ବ୍ରିଜରୁ ଟ୍ରକଟି ତଳକୁ ଖସିପଡିଥିଲା । ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ସହ ହେଲପର ଗୁରୁତର ହୋଇଛନ୍ତି । ଉଭୟଙ୍କୁ ନିକଟସ୍ଥ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଘଟଣାର ଯାଞ୍ଚ କରୁଛି ।

ଆରପାରିରେ ପୂର୍ବତନ ମନ୍ତ୍ରୀ ଡାକ୍ତର କମଳା ଦାସ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking