27.1 C
Bhubaneswar
Friday, March 29, 2024
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଶୁଆକାଠି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ଓ ବାଇକ ମଧ୍ଯରେ ଧକ୍କା ହୋଇ ୨ ଜଣଙ୍କ ମୃତ୍ଯୁ ଘଟିଛି। ମୃତକ ୨ ଜଣ ଶୁଆକାଠି ଅଞ୍ଚଳର ରୀନା ମହାକୁଡ଼ ଓ କଟକ ଜିଲ୍ଲା ବଡମ୍ବା ଥାନା ସୁନପାଳ ଅଞ୍ଚଳର ସର୍ବେଶ୍ୱର ବେହେରା ବୋଲି ଜଣାପଡିଛି । କେନ୍ଦୁଝରରୁ ଶୁଆକାଠି ଯାଉଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରିଛି।

ଲଗାଣ ବର୍ଷାରେ ଭୁଶୁଡିଲା ଡମଣା ତୋରଣ ଗେଟ୍‌

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking