ଟ୍ରକ୍‌-ବୋଲେର ମୁହାଁମୁହିଁ ଧକ୍କା; ୮ ଜଣ ଗୁରୁତର

ବୌଦ୍ଧ : ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନା ବହିରା ଛକ ନିକଟରେ ଆଜି ଭୋରରେ ଏକ ଟ୍ରକ୍ ଓ ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି। ଟ୍ରକ୍‌ଟି ବୌଦ୍ଧ ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ଯାଉଥିବା ବୋଲେରୋ ସହିତ ଏହାର ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବଲେରୋରେ ଥିବା ୮ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବାଉଁଶୁଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତ ହୋଇଥିବା ସମସ୍ତ … Continue reading ଟ୍ରକ୍‌-ବୋଲେର ମୁହାଁମୁହିଁ ଧକ୍କା; ୮ ଜଣ ଗୁରୁତର