33.1 C
Bhubaneswar
Sunday, May 12, 2024
Homeଓଡିଶାଟ୍ରକ ବସ୍ ଧକ୍କା : ଉଭୟ ଚାଳକ ଓ ହେଲପର ମୃତ୍ୟୁ

ଟ୍ରକ ବସ୍ ଧକ୍କା : ଉଭୟ ଚାଳକ ଓ ହେଲପର ମୃତ୍ୟୁ

ସୋନପୁର: ଆଜି ଭୋରରେ ସୋନପୁର- ବଲାଙ୍ଗୀର ରାସ୍ତା ହରିଡ଼ଖୋଲ ନିକଟରେ ଏକ ଯାତ୍ରୀବାହୀ ବସ ଟ୍ରକକୁ ପଛ ପଟରୁ ଧକ୍କା ଦେବାରୁ ବସର ଚାଳକ ଓ ହେଲପରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଡ୍ରାଇଭର ଦମ୍ବରୁଧର ସ୍ୱାଇଁ ଓ ହେଲପର ଶିବ୍ରମ ଗୌଡ଼। ସୂଚନା ଅନୁଯାୟୀ, ଆଜି ସକାଳେ ଯାତ୍ରୀବାହୀ ବସ୍‌ଟି ଜୟପୁରରୁ କଟକ ଅଭିମୁଖେ ଯାଉଥିଲା। ହରିଡ଼ଖୋଲ ନିକଟରେ ବସ୍‌ଟି ଟ୍ରକକୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ବସ୍ ଡ୍ରାଇଭର ଓ ହେଲପରଙ୍କର ମୃତ୍ୟୁ ଘଟିଛି। ତେବେ ଏହି ଦୁର୍ଘଟଣାରେ ୪୦ଜଣ ଯାତ୍ରୀ ବର୍ତ୍ତି ଯାଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking