28.1 C
Bhubaneswar
Saturday, September 12, 2026
Homeଓଡିଶାଘରେ ପଶିଲା ଟ୍ରକ: ଜଣେ ମୃତ

ଘରେ ପଶିଲା ଟ୍ରକ: ଜଣେ ମୃତ

ଢେଙ୍କାନାଳ: ଘରେ ପଶିଗଲା ଟ୍ରକ । ଶୋଇଥିବା ସମୟରେ ଜଣଙ୍କର ମୃତ୍ୟୁ । ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ଥାନା ଅନ୍ତର୍ଗତ କରମୂଳ ହାତୀବିର ଗ୍ରାମରେ କରିଛି ଅଘଟଣ । ଗ୍ରାମର ଅସ୍ଥିର ତରାଇଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ, ଗୋଟେ ଅଠର ଚକିଆ ଟ୍ରକ ଗତକାଲି ବିଳମ୍ବିତ ରାତିରେ ଏକ ଟ୍ରାକ୍ଟରକୁ ଧକ୍କା ଦେବା ପରେ ନିକଟସ୍ଥ ଏକ କୋଠା ଘରେ ପଶି ଯାଇଥିଲା । ଘରର କାନ୍ଥ ଭାଙ୍ଗି ପଶିଯିବାରୁ ଘରେ ଶୋଇଥିବା ଅବସ୍ଥାରେ ଅସ୍ଥିର ତରାଇଙ୍କ ମୃତ୍ୟୁ ହୋଇଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking