26.1 C
Bhubaneswar
Friday, May 8, 2026
Homeଦେଶ ବିଦେଶଟ୍ରମ୍ପ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଘୋଷିତ

ଟ୍ରମ୍ପ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଘୋଷିତ

ୱାଶିଂଟନ : ରାଷ୍ଟ୍ରପତି ପ୍ରାର୍ଥୀ ହେଲେ ଡୋନାଲ୍ଡ ଟ୍ରମ୍ପ । ଟ୍ରମ୍ପ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଘୋଷିତ । ସିନେଟର ଜେଡି ବେସ୍ ହେଉଛନ୍ତି ଉପରାଷ୍ଟ୍ରପତି ପ୍ରାର୍ଥୀ । ଟ୍ରମ୍ପଙ୍କୁ ଗୁଳିମାଡ ପରେ ଆମେରିକାରେ ବଢିଛି ରାଜନୈତିକ ଉଷ୍ମତା । ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ଦେଶ ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କ ଉପରେ ହୋଇଥିବା ଆକ୍ରମଣ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପେନ୍ସିଲଭାନିଆରେ ରାଲି ବେଳେ ହୋଇଥିବା ଆକ୍ରମଣରେ ଡୋନାଲ୍ଡ ଟ୍ରମ୍ପ ଯଦିଓ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କିନ୍ତୁ ଏହି ଘଟଣା ଏବେ ଆମେରିକା ରାଜନୀତିରେ ଗୋଟିଏ ପ୍ରସଙ୍ଗ ତିଆରି କରିଛି । ଫରେନସିକ୍ ବିଶ୍ଳେଷଣରୁ ଜଣାପଡିଛି ଯେ ଶନିବାର ପେନ୍ସିଲଭେନିଆର ବଟଲରରେ ଟ୍ରମ୍ପଙ୍କ ରାଲି ଉପରକୁ ତିନୋଟି ବନ୍ଧୁକରୁ ଗୁଳିଚାଳନା କରାଯାଇଥିଲା। କିନ୍ତୁ ଗୁଳିଚାଳକ ଜଣେ ହିଁ ଥିଲେ ବୋଲି ରବିବାର ଏଫ୍‌ବିଆଇ କହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking