30.1 C
Bhubaneswar
Saturday, June 14, 2025
Homeଦେଶ ବିଦେଶଯୌନ ଶୋଷଣ ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ

ଯୌନ ଶୋଷଣ ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ ବଡ ଝଟକା । ଯୌନ ଶୋଷଣ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଟ୍ରମ୍ପ । ଆମେରିକା ନ୍ୟୁୟର୍କର ଏକ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଯୌନ ନିର୍ଯାତନା ଏବଂ ମାନହାନି ମାମଲାରେ ତାଙ୍କୁ ୫ ମିଲିୟନ ଡଲାର ଜରିମାନା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

କୋର୍ଟ ରାୟ ଶୁଣାଇ କହିଛନ୍ତି, “୯୦ ଦଶକର ଜଣେ ଜଣାଶୁଣା ଲେଖିକା ଇ. ଜୀନ କୈରୋଲଙ୍କୁ ଯୌନ ଶୋଷଣ କରିଥିବା ଅଭିଯୋଗରେ ଡୋନାଲ୍ଡ ଟ୍ରମ୍ପ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ତାଙ୍କୁ ଅନେକ ଥର ମିଥ୍ୟାବାଦୀ ଦର୍ଶାଇ ଅସମ୍ମାନ କରିବା ପାଇଁ ଚେଷ୍ଟା କରିଛନ୍ତି ।” ଏହି ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ ହେବାରୁ ତାଙ୍କୁ ୫୦ ଲକ୍ଷ ଡଲାର କ୍ଷତିପୂରଣ ଦେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking