ଯୌନ ଶୋଷଣ ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ
ଓ୍ବାଶିଂଟନ: ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ ବଡ ଝଟକା । ଯୌନ ଶୋଷଣ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଟ୍ରମ୍ପ । ଆମେରିକା ନ୍ୟୁୟର୍କର ଏକ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି । ଯୌନ ନିର୍ଯାତନା ଏବଂ ମାନହାନି ମାମଲାରେ ତାଙ୍କୁ ୫ ମିଲିୟନ ଡଲାର ଜରିମାନା ପାଇଁ ନିର୍ଦ୍ଦେଶ ଦିଆଯାଇଛି । କୋର୍ଟ ରାୟ ଶୁଣାଇ କହିଛନ୍ତି, “୯୦ ଦଶକର ଜଣେ ଜଣାଶୁଣା ଲେଖିକା ଇ. ଜୀନ କୈରୋଲଙ୍କୁ ଯୌନ … Continue reading ଯୌନ ଶୋଷଣ ମାମଲାରେ ଟ୍ରମ୍ପ ଦୋଷୀ ସାବ୍ୟସ୍ତ
Copy and paste this URL into your WordPress site to embed
Copy and paste this code into your site to embed