41.1 C
Bhubaneswar
Sunday, April 28, 2024
Homeଓଡିଶାଟ୍ରମ୍ପଙ୍କ ୨ ଦିନିଆ ଭାରତ ଗସ୍ତ

ଟ୍ରମ୍ପଙ୍କ ୨ ଦିନିଆ ଭାରତ ଗସ୍ତ

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ପତ୍ନୀ ମେଲାନିଆ ଚଳିତ ଦୁଇ ଦିନିଆ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଅଛି । ଚଳିତ ମାସ ୨୪ ଓ ୨୫ ତାରିଖରେ ଭାରତ ଆସିବେ ବୋଲି ଜଣାପଡ଼ିଛି। ଏନେଇ ଆମେରିକା ରାଷ୍ଟ୍ରପତି ଭବନ ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି । ଗସ୍ତବେଳେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିବେ। ଟ୍ରମ୍ପଙ୍କ ଗସ୍ତ ଦୁଇ ଦେଶ ମଧ୍ୟରେ ସଂପର୍କ ଓ ସହଭାଗିତା ବୃଦ୍ଧିରେ ସହାୟକ ହେବ ବୋଲି କୁହାଯାଇଛି। ଗତ ସେପ୍ଟେମ୍ବରରେ ଟେକ୍ସାସରେ ହାଓଡ଼ି ମୋଦି ଇଭେଣ୍ଟରେ ପ୍ରଧାନମନ୍ତ୍ରୀ ମୋଦି ଆମେ।ରିକା ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଭାରତ ଗସ୍ତ ପାଇଁ ନିମନ୍ତ୍ରଣ କରିଥିଲେ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking