31.1 C
Bhubaneswar
Friday, February 6, 2026
Homeଓଡିଶାତୁଟିଲା ଅରୁଆ, ଉଷୁନା ବିବାଦ: ମନ୍ତ୍ରୀ

ତୁଟିଲା ଅରୁଆ, ଉଷୁନା ବିବାଦ: ମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରୁ ୬ ଲକ୍ଷ ମେଟ୍ରିକ ଟନ୍ ଚାଉଳ ଉଠାଇବ କେନ୍ଦ୍ର । ଏନେଇ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ୫ ଲକ୍ଷ ମୋଟ୍ରିକ ଟନ୍ ଉଷୁନା ଓ ଲକ୍ଷେ ମୋଟ୍ରିକ ଟନ୍ ଅରୁଆ ଉଠାଇବ କେନ୍ଦ୍ର । ରାଜ୍ୟରେ ମୋଟ ୭ ଲକ୍ଷ ମେଟ୍ରିକ ଟନ୍ ଚାଉଳ ଅଛି । ବାକି ୧ ଲକ୍ଷ ମେଟ୍ରିକ ଟନ୍ ଚାଉଳ ନିଲାମ କରାଯିବ । କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking