19.1 C
Bhubaneswar
Saturday, February 7, 2026
Homeଓଡିଶାଦୁଇ ବାଇକ ମୁହାଁମୁହିଁ ଧକ୍କା: ୩ ମୃତ

ଦୁଇ ବାଇକ ମୁହାଁମୁହିଁ ଧକ୍କା: ୩ ମୃତ

କନ୍ଧମାଳ: ରାସ୍ତାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା  ା ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡା କୋଟଗୋଡ ଥାନା ଲାସେରି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଦୁଇଜଣ କଲେଜ ଛାତ୍ର ରହିଛନ୍ତି । କଲେଜରୁ ଘରକୁ ଫେରିବା ବେଳେ ଘଟିଲା ମର୍ମନ୍ତୁଦ ଦୁର୍ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି । ମୃତକଙ୍କ ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking