30.1 C
Bhubaneswar
Thursday, May 29, 2025
Homeଦେଶ ବିଦେଶ୨ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୃତ୍ତ

୨ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୃତ୍ତ

ଖଲ୍ଲିକୋଟ: ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୃତ୍ତ । ବେଗୁନିଆପଡା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ । ପୂର୍ବ ଶତ୍ରୁତାରୁ ପିଟିପିଟି ହତ୍ୟା ପରେ ଜାଳି ଦେଇଥିବା ସନ୍ଦେହ । ମୃତକ ଦୁଇ ଭାଇ ସୁମୁଣ୍ଡଳ ଗାଁର ବାସିନ୍ଦା ଅଟନ୍ତି । ସକାଳେ ଜଙ୍ଗଲରେ ମୃତଦେହ ମିଳିଥିଲା । ମୃତକ ଦୁଇ ଭାଇଙ୍କ ନାଁରେ ପୂର୍ବରୁ ଅପରାଧିକ ମାମଲା ରହିଛି । ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କୁ ହତ୍ୟା ମାମଲାରେ ଜେଲ୍‌ରୁ ଫେରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking