18.1 C
Bhubaneswar
Saturday, December 6, 2025
Homeଓଡିଶା୨୦, ୨୧ ତାରିଖ ଦୁଇ ଦିନ ଛୁଟି

୨୦, ୨୧ ତାରିଖ ଦୁଇ ଦିନ ଛୁଟି

ଭୁବନେଶ୍ୱର: ଆସନ୍ତା ୨୦ ତାରିଖ  ଦୀପାବଳି  ପର୍ବ ଉପଲକ୍ଷେ  ଅତିରିକ୍ତ ଛୁଟି ଘୋଷଣା କଲେ ରାଜ୍ୟ ସରକାର ।  ପୂର୍ବରୁ ଘୋଷିତ ୨୧ ତାରିଖ ଛୁଟି ମଧ୍ୟ ବଳବତ୍ତର ରହିବ ।  ମାତ୍ର ୨୧ ତାରିଖରେ ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ  ବ୍ୟାଙ୍କିଂ ସଂସ୍ଥା ଖୋଲା ରହିବ । ନୂଆପଡା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ୨ ଦିନ ବନ୍ଦ ରହିବ । ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking