25.1 C
Bhubaneswar
Wednesday, March 25, 2026
Homeଓଡିଶାଶିମିଳିପାଳ ଆସିବେ ଦୁଇ ମହାବଳ

ଶିମିଳିପାଳ ଆସିବେ ଦୁଇ ମହାବଳ

ଭୁବନେଶ୍ୱର: ଶିମିଳିପାଳକୁ ଆସିବ ଦୁଇଟି ମହାବଳ ବାଘ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଶିମିଳିପାଳର ସ୍ୱତନ୍ତ୍ର ଟିମ୍‌ ମହାରାଷ୍ଟ୍ରର ଯାଇଥିବା ଜଣାପଡ଼ିଛି। ଆସନ୍ତା ସପ୍ତାହ ମଧ୍ୟରେ ଶିମିଳିପାଳକୁ ଦୁଇଟି ମହାବଳ ବାଘ ଆସିବ। ଶିମିଳିପାଳର କ୍ଷେତ୍ର ନିର୍ଦ୍ଦେଶକ, ଉପ ନିର୍ଦ୍ଦେଶକଙ୍କ ସହ ବନ୍ୟଜନ୍ତୁ ଡାକ୍ତରୀଦଳ ଏବଂ ତାଲିମପ୍ରାପ୍ତ ବନ କର୍ମଚାରୀ ଓ ଶିମିଳିପାଳର ରାପିଡ ରେସପନ୍ସ ଟିମକୁ ନେଇ ଗଠିତ ଏକ ଦଳ ମହାରାଷ୍ଟ୍ର ଯାଇଥିବା ସୂଚନା ମିଳିଛି।ମହାରାଷ୍ଟ୍ରର ତାଡୋବା ଜଙ୍ଗଲରୁ ଏହି ଦୁଇ ମହାବଳ ବାଘ ଆସିବେ। ଶିମିଳିପାଳର ସ୍ୱତନ୍ତ୍ର ଟିମ୍ ତାଡ଼ୋବା ଯାଇ ବାଘ ଚିହ୍ନଟ କରିବା ପରେ ଆଇନ ଅନୁଯାୟୀ ବିଭିନ୍ନ ପ୍ରକ୍ରିୟା କରାଯାଇ ବାଘ ଅଣାଯିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking