25.1 C
Bhubaneswar
Sunday, March 16, 2025
Homeଓଡିଶାଭୁବନେଶ୍ୱରରେ ୨ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱରରେ ୨ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଭୁବନେଶ୍ୱରରେ ୨ ଜଣଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଚନ୍ଦ୍ରଶେଖରପୁର ଥାନା ହାଉସିଂବୋର୍ଡ  କଲୋନୀରେ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଘର ଭିତରୁ ଝୁଲନ୍ତା ଅବସ୍ଥାରେ ପୁରୁଷ ଓ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ଯୁବକଙ୍କ ବୟସ ୩୦ ବର୍ଷ ।  ପେଶାରେ ପୁରୁଷ ଜଣଙ୍କ ଅଟୋ ଡ୍ରାଇଭର ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking