28.1 C
Bhubaneswar
Wednesday, April 24, 2024
Homeଓଡିଶାଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

ମାଲାକନିଗିରି : ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ। ମାଲାକନିଗିରି ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ପୋଲିସ ଡିଜି ଅଭୟଙ୍କ ଉପସ୍ଥିତିରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଆଜି କୋରାପୁଟ ପରେ ମାଲକାନଗିରି ଗସ୍ତରେ ଆସିଥିଲେ ପୋଲିସ ଡିଜି ଅଭୟ। ମାଓ ରଣନୀତି ନେଇ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଦୁଇ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଥିଲେ। ସେମାନଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ ବୋଲି ପୋଲିସ ଡିଜି କହିଛନ୍ତି। ଏହାପୂର୍ବରୁ କୋରାପୁଟ ଏସ୍‌ପି ଓ ବିଏସ୍‌ଏଫ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଡିଜିପି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking