26.1 C
Bhubaneswar
Friday, October 25, 2024
Homeଦେଶ ବିଦେଶଆତଙ୍କବାଦୀ ଆକ୍ରମଣରେ ଦୁଇ ଯବାନ ସହିଦ

ଆତଙ୍କବାଦୀ ଆକ୍ରମଣରେ ଦୁଇ ଯବାନ ସହିଦ

ନୂଆଦିଲ୍ଲୀ : ଜମ୍ମୁ କାଶ୍ମୀରର ଗୁଲମାର୍ଗ ସହରରେ ଆତଙ୍କବାଦୀ ଆକ୍ରମଣ । ଏଥିରେ ଦୁଇ ଜଣ ଯବାନ ସହିଦ ହୋଇଥିବା ବେଳେ ଅନ୍ୟ ଦୁଇ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି । ଏହି ଘଟଣାରେ ଆହତ ହୋଇଥିବା ୪ ଜଣଙ୍କୁ ନିକଟସ୍ଥ ମେଡ଼ିକାଲ ରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ଯବାନ ମାନେ ଏଲୋସି ଋ ୫ କିମି ଦୂର ବୋତପ୍ରଥୀ ରୁ ଫେରୁଥିବା ବେଳେ ଆତଙ୍କବାଦୀମାନେ ସେମାନଙ୍କ ଗାଡି କୁ ଲକ୍ଷ୍ୟ କରି ଗୁଳିଚାଳନା କରିଥିଲେ । ଏହି ଆତଙ୍କବାଦୀମାନେ ପାକିସ୍ଥାନ ର ବ୍ୟାଟ ସ୍ପେଶାଲ ୟୁନିଟ୍ ର ବୋଲି ଅନୁମାନ କରାଯାଉଛି । ଭାରତୀୟ ସେନା ପକ୍ଷରୁ ଉକ୍ତ ଅଞ୍ଚଳକୁ ଘେରାଉ କରାଯାଇ ତଲାସି ଅଭିଯାନ ଆରମ୍ଭ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking