39.8 C
Bhubaneswar
Thursday, April 18, 2024
Homeଓଡିଶାବଜ୍ରାଘାତରେ ଚାଲିଗଲା ୨ ଜୀବନ

ବଜ୍ରାଘାତରେ ଚାଲିଗଲା ୨ ଜୀବନ

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ଆଜି ବଜ୍ରାଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ସାନ୍ତରାପୁର ଗ୍ରାମର ହୀରାମଣି ମୁଣ୍ଡା(୬୫) ଓ ବିନତି ମୁଣ୍ଡା(୩୫) ।

ସୂଚନା ଅନୁଯାୟୀ, ଆଜି ଅପରାହ୍ନରେ ଉଭୟ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ବେଳେ ପ୍ରବଳ ବର୍ଷା ହୋଇଥିଲା । ଏହି ସମୟରେ ଦୁଇଜଣ ଜଙ୍ଗଲରେ ଏକ ପଥର ଖୋଲରେ ରହିଥିଲେ । ହଠାତ ବଜ୍ରାଘାତ ହେବାରୁ ଉଭୟ ଟଳି ପଡ଼ିଥିଲେ । ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଘଟଗାଁ ମେଡିକାଲରେ ଭର୍ତି କରାଯାଇଥିଲା । ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ ।

ରୁଷର ଆକ୍ରମଣରେ ୟୁକ୍ରେନ ଘାଇଲା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking