29.1 C
Bhubaneswar
Saturday, April 20, 2024
Homeଓଡିଶାସୁସ୍ଥ ହେଲେ ଆଉ ଦୁଇ କରୋନା ଆକ୍ରାନ୍ତ

ସୁସ୍ଥ ହେଲେ ଆଉ ଦୁଇ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ପାଇଁ ପୁଣି ଏକ ଆଶ୍ୱସ୍ତିର ଖବର । ଆଜି ପୁଣି ଦୁଇ କରୋନା ରୋଗୀ ସୁସ୍ଥ ହୋଇଥିବା ସୂଚନା ମିଳିଛି । ତେବେ ସୁସ୍ଥ ହୋଇଥିବା ଦୁଇ କରୋନା ରୋଗୀ ଭୁବନେଶ୍ୱରର ବୋଲି ଜଣାପଡିଛି । ଏହି ଦୁଇଙ୍କୁ ମିଶାଇ ସମୁଦାୟ ୩୭ ଜଣ ଏଯାବତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଏଠାରେ ସୂଚନାଯୋଗ୍ୟ ଯେ, ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦୮ ଜଣ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଏବେ ୭୦ ଜଣ ଚିକିତ୍ସିତ ହେଉଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି ।

https://onakhabar.com/2020/04/27/5-new-corona-positive-case-history/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking