27.1 C
Bhubaneswar
Friday, March 29, 2024
Homeଓଡିଶାପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ପହଞ୍ଚିଲା ୧୪୭

ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ପହଞ୍ଚିଲା ୧୪୭

ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ଏହି ଦୁଇ ଜଣ ଯାଜପୁର ଜିଲ୍ଲାର ଆକ୍ରାନ୍ତ ବୋଲି ସୂଚନା ଦିଆଯାଇଛି । ଯାଜପୁରରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଁ ୩୮ରେ ପହଂଚିଛି । ତେବେ ପୂର୍ବରୁ ଯାଜପୁରରେ ୩୬ ଜଣ ଆକ୍ରାନ୍ତ ଥିଲେ । ଏମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି । ତେବେ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି । ଆଜି ସକାଳୁ ଦିନ ୧ ଭିତରେ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସାରିଲେଣି ।
https://onakhabar.com/2020/05/01/2-more-corona-positive-from-balangir/
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking