ଦିଲ୍ଲୀକୁ ଗଡିବ ଆଉ ୨ ସ୍ପେଶାଲ ଟ୍ରେନ

ଭୁବନେଶ୍ୱର: ଓଡିଶାରୁ ନୂଆଦିଲ୍ଲୀକୁ ଚାଲିବ ଆଉ ୨ ଟି ସ୍ୱତନ୍ତ୍ର ଟ୍ରେନ । ୧୭ ତାରିଖରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ । ପ୍ରତି ଶନିବାର ଅପରାହ୍ନ ୧୨ଟା ୪୫ରେ ଭୁବନେଶ୍ୱର ଛାଡିବ । ୧୯ରୁ ପ୍ରତି ସୋମବାର ସକାଳ ୭ଟା ୫ରେ ଆନ୍ଦବିହାରରୁ ଛାଡିବ । ୨୧ରୁ ଦୂରନ୍ତ ଏକ୍ସପ୍ରେସ ପ୍ରତି ବୁଧବାର ସକାଳ ୭ଟା ୪୦ରେ ଭୁବନେଶ୍ୱର ଛାଡିବ । ୨୨ରୁ ପ୍ରତି ଗୁରୁବାର ଅପରାହ୍ନ ୧୨ଟା ୫୫ରେ ନୂଆଦିଲ୍ଲୀରୁ ଛାଡିବ ।

LEAVE A REPLY

Please enter your comment!
Please enter your name here