28.1 C
Bhubaneswar
Thursday, May 2, 2024
Homeଓଡିଶାଦୁଇ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ମାଡ ଅଭିଯୋଗ

ଦୁଇ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ମାଡ ଅଭିଯୋଗ

ବାରିପଦା: ୨ ସରକାରୀ ଅଧିକାରୀଙ୍କୁ କେନ୍ଦ୍ରମନ୍ତ୍ରୀ ମାଡ ମାରିଥିବା ଅଭିଯୋଗ ହୋଇଛି । କେନ୍ଦ୍ର ଆଦିବାସୀ କଲ୍ୟାଣ ରାଷ୍ଟ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ନାଁରେ ଅଭିଯୋଗ ହୋଇଛି । ମନ୍ତ୍ରୀ ଉଭୟ ଅଧିକାରୀଙ୍କୁ ଚେୟାରରେ ପିଟିଥିବା ଅଭିଯୋଗ ହୋଇଛି । ଜିଲ୍ଲା ଯୋଜନା ବୋର୍ଡ ଡେପୁଟି ଡିରେକ୍ଟର ଅଶ୍ୱିନୀ ମଲ୍ଲିକ ଓ ଆସିଷ୍ଟାଣ୍ଟ ଡିରେକ୍ଟର ଦେବାଶିଷ ମହାପାତ୍ରଙ୍କୁ ମାଡ ହୋଇଛି । ରିଭ୍ୟୁ ପାଇଁ ଦଳୀୟ କାର୍ଯ୍ୟାଳୟକୁ ଡକାଇ ପିଟିଥିବା ଅଭିଯୋଗ ରହିଛି । ଏହାପରେ ଆହତ ଅବସ୍ଥାରେ ଉଭୟ ଅଧିକାରୀ ବାରିପଦା ମେଡିକାଲ କଲେଜରେ ଭର୍ତ୍ତି ହୋଇଛନ୍ତି । ମାଡରେ ଦେବାଶିଷଙ୍କ ହାତ ଭାଙ୍ଗିଥିବା ବେଳେ ଅଶ୍ୱିନୀ ଆହତ ହୋଇଛନ୍ତି । ତେବେ ମାଡ ଅଭିଯୋଗ ନେଇ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁଙ୍କ ପ୍ରତିକ୍ରିୟା ମିଳିପାରିନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking