40.1 C
Bhubaneswar
Thursday, April 25, 2024
Homeଦେଶ ବିଦେଶହୋଟେଲରେ ନିଆଁ ଲାଗି ୨ ମୃତ

ହୋଟେଲରେ ନିଆଁ ଲାଗି ୨ ମୃତ

ନୂଆଦିଲ୍ଲୀ : ଦକ୍ଷିଣପଶ୍ଚିମ ଦିଲ୍ଲୀର ଦ୍ୱାରକା ସ୍ଥିତ ଏକ ହୋଟେଲରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଅଗ୍ନିକାଣ୍ଡରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଆଜି ସକାଳେ ହୋଟେଲରେ ନିଆଁ ଲାଗି ଯାଇଥିଲା। ସୂଚନା ଅନୁଯାୟୀ,  ଆଜି ସକାଳ ଦ୍ୱାରକାର ସେକ୍ଟର ୮ ସ୍ଥିତ କ୍ରିଷ୍ଣା ହୋଟେଲରେ ନିଆଁ ଲାଗି ଯିବା ନେଇ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା। ଖବର ପାଇ ୮ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking