ଓଡ଼ିଶାର ଦୁଇ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୩

ନୂଆଦିଲ୍ଲୀ: ଚଳିତ ବର୍ଷ ଓଡ଼ିଶାର ଦୁଇ ଜଣ ଶିକ୍ଷକ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୩ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେମାନେ ହେଲେ ଶଶିଶେଖର କରଶର୍ମା ଓ ସୁବାସ ଚନ୍ଦ୍ର ରାଉତ। ଶଶିଶେଖର କରଶର୍ମା ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ କେନ୍ଦୁଆପଦା ନୋଡାଲ ହାଇସ୍କୁଲର ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟରତ । ସୁବାସ ଚନ୍ଦ୍ର ରାଉତ ଜଗତସିଂହପୁର ସ୍ଥିତ ବୃନ୍ଦାବନ ସରକାରୀ ହାଇସ୍କୁଲରେ ଶିକ୍ଷକତା କରୁଛନ୍ତି। Celebrating the educators who inspire minds and ignite a passion … Continue reading ଓଡ଼ିଶାର ଦୁଇ ଶିକ୍ଷକ ପାଇବେ ଜାତୀୟ ଶିକ୍ଷକ ପୁରସ୍କାର-୨୦୨୩