ହାତୀକୁ ନିଆଁହୁଳାରେ ମାଡ଼ ଘଟଣାରେ ଦୁଇ ଅସ୍ଥାୟୀ ବନ କର୍ମଚାରୀ ବହିଷ୍କୃତ

ମୟୁରଭଞ୍ଜ : ହାତୀକୁ ନିଆଁହୁଳାରେ ମାଡ଼ ଘଟଣାରେ ଦୁଇ ଜଣ ଅସ୍ଥାୟୀ ବନ କର୍ମଚାରୀଙ୍କୁ କାର୍ଯ୍ୟରୁ ବହିଷ୍କାର କରାଯାଇଛି। ସେମାନେ ହେଉଛନ୍ତି ଦୀପକ ମୁଣ୍ଡା ଓ ବାପି ମାଝୀ। ବନ ବିଭାଗର ଦୁଧିଆଣି ରେଞ୍ଜ ଅଧିକାରୀ ପ୍ରଦୀପ ପୃଷ୍ଟି ଏହି ସୂଚନା ଦେଇଛନ୍ତି। ମୟୁରଭଞ୍ଜ ଜିଲ୍ଲା ଦୁଧିଆଣି ରେଞ୍ଜ୍ ଅଧୀନରେ ଥିବା ବଡ଼ଗୁମା ଗାଁରେ ହାତୀ ଘଉଡ଼ାଇବା ବେଳେ ଏହି ଘଟଣା ଘଟିଥିଲା, ଯାହାର ଭିଡିଓ ଭାଇରାଲ ହୋଇଥିଲା। ବନ କର୍ମଚାରୀ ଓ କିଛି ସ୍ଥାନୀୟ ଲୋକ … Continue reading ହାତୀକୁ ନିଆଁହୁଳାରେ ମାଡ଼ ଘଟଣାରେ ଦୁଇ ଅସ୍ଥାୟୀ ବନ କର୍ମଚାରୀ ବହିଷ୍କୃତ