26.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ଏନ୍‌କାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ

ନୂଆଦିଲ୍ଲୀ: ଜାମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀ ଦୁଇ ଆତଙ୍କବାଦୀଙ୍କୁ ନିହତ କରିଛନ୍ତି । ଆଜି ସକାଳେ କୁଲଗାମ ଜିଲ୍ଲାର ଚିଙ୍ଗାମ ଅଞ୍ଚଳରେ ମାଓବାଦୀଙ୍କ ସହ ସୁରକ୍ଷା ବାହିନୀ ମୁହାଁମୁହିଁ ହୋଇଥିଲା। ପୋଲିସ ଏବଂ ସୁରକ୍ଷା ବାହିନୀର ମିଳିତ ଅପରେସନରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି । ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି । ଦୁଇରୁ ତିନି ଜଣ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିଥିବା ବେଳେ ପରେ ପୋଲିସ ଏବଂ ସୁରକ୍ଷା ବାହିନୀ ମିଳିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆତଙ୍କବାଦୀଙ୍କୁ ଘେରାବନ୍ଦି ରହିଥିଲେ ଯେଉଁଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking