34.1 C
Bhubaneswar
Thursday, March 26, 2026
Homeଓଡିଶାଦୁଇ ଟ୍ରକ ମୁହାଁମୁହିଁ ଧକ୍କା: ଚାଳକ ମୃତ, ଜଣେ ଗୁରୁତର

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା: ଚାଳକ ମୃତ, ଜଣେ ଗୁରୁତର

ଯାଜପୁର: ଯାଜପୁର ଜିଲ୍ଲା ପାଣିକୋଇଲିରୁ ଆସିଛି ଏକ ମର୍ମନ୍ତୁଦ ଦୁର୍ଘଟଣା ଖବର । ଦୁଇ ଟ୍ରକ ମୁହାଁମୁହିଁ ଧକ୍କା, ଘଟଣା ସ୍ଥଳରେ ଜଣେ ଚାଳକଙ୍କ ମୃତ୍ୟୁ ଅନ୍ୟଜଣେ ଗୁରୁତର ଆହତ ହୋଇଥିବା ନେଇ ରହିଛି ସୂଚନା । ୧୬ ନମ୍ବର ଜାତୀୟ ରାଜପଥ ପାଣିକୋଇଲି ସାହାପୁର ବ୍ରିଜ ଉପରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । କଟକରୁ ଭଦ୍ରକ ଅଭିମୁଖେ ଯାଉଥିବା ଏକ ମାର୍ବଲ ବୋଝେଇ ଟ୍ରକ ଓ ବାଲେଶ୍ଵରରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ଫଳ ବୋଝେଇ ଟ୍ରକ ମଧ୍ୟରେ ମୁଁହାମୁହିଁ ଧକ୍କା ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking