20.1 C
Bhubaneswar
Saturday, December 6, 2025
Homeଓଡିଶାଦୁଇ ଟ୍ରକ ମୁହାଁମୁହିଁ ଧକ୍କା: ୩ ମୃତ

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା: ୩ ମୃତ

ନୟାଗଡ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟିଛି । ୫୭ନଂ ଜାତୀୟ ରାଜପଥ ଟାକେରା ଠାରେ ଦୁର୍ଘଟଣା ଘଟିଛି । ବାଇକ୍‌କୁ ବଞ୍ଚାଇବାକୁ ଯାଇ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ଦୁର୍ଘଟଣାରେ ୨ ଟ୍ରକ ଚୁରମାର ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହି ଭୟଙ୍କର ଦୁର୍ଘଟଣା କେଉଁ ପରିସ୍ଥିତିରେ ଘଟିଲା ତାର ତଦନ୍ତ କରୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking