19.1 C
Bhubaneswar
Thursday, December 11, 2025
Homeଓଡିଶାବଜ୍ରାଘାତରେ ଦୁଇ ଯୁବକ ମୃତ

ବଜ୍ରାଘାତରେ ଦୁଇ ଯୁବକ ମୃତ

ଝାରସୁଗୁଡା: ବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ । ଏଭଳି ଦୁଃଖଦ ଘଟଣା ଝାରସୁଗୁଡା ଜିଲ୍ଲା କୋଲାବିରା ବ୍ଲକ କାଲିବାହାଲ ଗାଁରେ ଘଟିଛି ।ଗଛ ତଳେ ଆଶ୍ରୟ ନେଇଥିବା ବେଳେ ୨ ଯୁବକଙ୍କ ମୃତ୍ୟୁ ହୋଇଛି । ଏନେଇ ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି । ସୂଚନା ଥାଉକି, ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗିରହିଛି ।ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ନେବ ଅବପାତର ରୂପ । ଏଥିପାଇଁ କୋରାପୁଟ, ନବରଙ୍ଗପୁର, ମାଲକାନଗିରିକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଅତିପ୍ରବଳ ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ସର୍ତକତା ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking