34.1 C
Bhubaneswar
Wednesday, May 1, 2024
Homeଦେଶ ବିଦେଶଦେଶ ପାଇଁ ୟୁସିସି ଆବଶ୍ୟକ – ମୋଦିି

ଦେଶ ପାଇଁ ୟୁସିସି ଆବଶ୍ୟକ – ମୋଦିି

ନୂଆଦିଲ୍ଲୀ: ସଂକଳ୍ପ ପତ୍ର ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ । ଆଜି ଓଡିଶାରେ ପଣାସଂକ୍ରାନ୍ତି ଅବସରରେ ସାରା ରାଜ୍ୟରେ ନବବର୍ଷର ମାହୋଲ । ଏଭଳି ଶୁଭ ଦିନରେ ବିଜେପି ସଂକଳ୍ପ ପତ୍ର ଜାରି କରିଛି । ଯୁବ ଭାରତର ଯୁବ ଆକାଂକ୍ଷା ଆମ ସଂକଳ୍ପ ପତ୍ରରେ ପ୍ରତିଫଳିତ ହେଉଛି । ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ ଜାରି ରହିବ । ଦେଶରେ ଜନ ଔଷଧି କେନ୍ଦ୍ରର ବିସ୍ତାର ହେବ । ୭୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ । ଗରିବ , ମଧ୍ୟମ ଓ ଉଚ୍ଚ ମଧ୍ୟମ ବର୍ଗୀୟ ସମସ୍ତେ ଊପକୃତ ହେବେ । ଆୟୁଷ୍ମାନ ଯୋଜନାରେ ଟ୍ରାନ୍ସଜେଣ୍ଡରଙ୍କୁ ମଧ୍ୟ ସାମିଲ କରାଯିବ । ପାଇପ୍ ଯୋଗେ ଘରେ ଘରେ ଶସ୍ତାରେ ଗ୍ୟାସ ପହଞ୍ଚାଇବୁ । ମୁଦ୍ରା ଯୋଜନାରେ ୨୦ ଲକ୍ଷ ପର୍ଯ୍ୟନ୍ତ ଋଣ ବୃଦ୍ଧି କରାଯିବ । ଗରିବଙକ ପାଇଁ ଆହୁରି ୩ କୋଟି ଆବାସ ନିର୍ମାଣ ହେବ । ଆଉ ୩ କୋଟି ଭଉଣୀଙ୍କୁ ଲକ୍ଷପତି ଦିଦି କରିବାକୁ ଲକ୍ଷ୍ୟ । ଦେଶର ଉତ୍ତର, ଦକ୍ଷିଣ ଓ ପୂର୍ବ ଭାଗରେ ବୁଲେଟ ଟ୍ରେନ ଚାଲିବ । ଏନେଇ ଖୁବଶୀଘ୍ର ସର୍ଭେ କାମ ଆରମ୍ଭ ହେବ କହିଲେ ପ୍ରଧାନମନ୍ତ୍ରୀ । ଖୁବଶୀଘ୍ର ଗଡିବ ବନ୍ଦେ ଭାରତ ମେଟ୍ରୋ ଟ୍ରେନ୍ । ‘ଗୋଟିଏ ଦେଶ , ଗୋଟିଏ ନିର୍ବାଚନ’ ସଂକଳ୍ପ ପୂରଣ କରିିବୁ – ମୋଦି । ଦେଶର ସ୍ୱାସ୍ଥ୍ୟ ପାଇଁ ୟୁସିସି ଆବଶ୍ୟକ କହିଲେ ମୋଦି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking